୫ଟି ଉପକ୍ରମରେ ବାହାନଗା ହାଇସ୍କୁଲର ହେବ ପୁନଃନିର୍ମାଣ : ୨.୪୯ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ବାଲେଶ୍ବର ଜିଲ୍ଲାର ବାହାନଗା ହାଇସ୍କୁଲର ୫ଟି ଉପକ୍ରମରେ ପୁନଃନିର୍ମାଣ ହେବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଦୁଇ କୋଟି ୪୯ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଅର୍ଥ ମଞ୍ଜୁର କରାଯାଇଛି ।
ସୂଚନାଯୋଗ୍ୟ ଯେ ଗତ ୨ ତାରିଖରେ ବାହାନଗା ରେଳଷ୍ଟେସନଠାରେ ସଂଗଠିତ ଭୟାବହ ରେଳ ଦୁର୍ଘଟଣା ପରବର୍ତ... ସଂପୂର୍ଣ୍ଣ ଷ୍ଟୋରି ପଢନ୍ତୁ >